ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଏକ ଶହ ଛୁଇଁଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 29th January, 2021
New Positive Cases: 108
In quarantine: 63
Local contacts: 45(Details of local contacts will be shared by concerned District Administration)
District Wise Cases:
1. Angul: 8
2. Balasore: 10
3. Bargarh: 8
4. Cuttack: 9
5. Deogarh: 2— I & PR Department, Odisha (@IPR_Odisha) January 30, 2021
20. Sundargarh: 12
21. State Pool: 1New recoveries: 157
Cumulative tested: 7685776
Positive: 334958
Recovered: 331824
Active cases: 1175— I & PR Department, Odisha (@IPR_Odisha) January 30, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୫୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୯୫୮ ରହିଥିବା ବେଳେ ଏହି ରୋଗରୁ ୩୩୧୮୨୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୧୭୫ ଜଣ ଚିକିତ୍ସିତ ହେଉଛନ୍ତି ।