ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ମାତିଛି କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୯୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 3rd April
New Positive Cases: 471
In quarantine: 278
Local contacts: 193(Details of local contacts will be shared by concerned District Administration)
District Wise Cases:
1. Angul: 10
2. Balasore: 15
3. Bargarh: 5
4. Bhadrak: 6
5. Balangir: 36— I & PR Department, Odisha (@IPR_Odisha) April 4, 2021
22. Nuapada: 42
23. Puri: 14
24. Rayagada: 8
25. Sambalpur: 27
26. Sonepur: 2
27. Sundargarh: 85
28. State Pool: 9New recoveries: 205
Cumulative tested: 9159929
Positive: 342695
Recovered: 337635
Active cases: 3085— I & PR Department, Odisha (@IPR_Odisha) April 4, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୦୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ ରହିଥିବା ବେଳେ ଏହି ରୋଗରୁ ୩୩୭୬୩୫ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୩୦୮୫ ଜଣ ଚିକିତ୍ସିତ ହେଉଛନ୍ତି ।