ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି କାୟା ବିସ୍ତାର କରୁଛି କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୫୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 13th April
New Positive Cases: 2267
In quarantine: 1314
Local contacts: 953(Details of local contacts will be shared by concerned District Administration)
District Wise Cases:
1. Angul: 48
2. Balasore: 67
3. Bargarh: 120
4. Bhadrak: 28
5. Balangir: 93— I & PR Department, Odisha (@IPR_Odisha) April 14, 2021
22. Nawarangpur: 104
23. Nayagarh: 19
24. Nuapada: 104
25. Puri: 70
26. Rayagada: 27
27. Sambalpur: 120
28. Sonepur: 16
29. Sundargarh: 458
30. State Pool: 81New recoveries: 523
Cumulative tested: 9461720
Positive: 355353
Recovered: 341123
Active cases: 12244— I & PR Department, Odisha (@IPR_Odisha) April 14, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୨୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୫୩୫୩ ରହିଥିବା ବେଳେ ଏହି ରୋଗରୁ ୩୪୧୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୨୨୪୪ ଜଣ ଚିକିତ୍ସିତ ହେଉଛନ୍ତି ।