ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯୪୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୭୩୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 29th April
New Positive Cases: 8681
In quarantine: 4948
Local contacts: 3733(Details of local contacts will be shared by concerned Dist Administration)
District Wise Cases:
1. Angul: 419
2. Balasore: 155
3. Bargarh: 423
4. Bhadrak: 103
5. Balangir: 459— I & PR Department, Odisha (@IPR_Odisha) April 30, 2021
22. Mayurbhanj: 220
23. Nawarangpur: 368
24. Nayagarh: 160
25. Nuapada: 304
26. Puri: 514
27. Rayagada: 151
28. Sambalpur: 410
29. Sonepur: 98
30. Sundargarh: 745
31. State Pool: 277— I & PR Department, Odisha (@IPR_Odisha) April 30, 2021
New recoveries: 4679
Cumulative tested: 10086656
Positive: 444194
Recovered: 380400
Active cases: 61698— I & PR Department, Odisha (@IPR_Odisha) April 30, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୬୭୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୪୧୯୪ ରହିଥିବା ବେଳେ ଏହି ରୋଗରୁ ୩୮୦୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୧୬୯୮ ଜଣ ଚିକିତ୍ସିତ ହେଉଛନ୍ତି ।