ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଜାରି ରହିଛି କରୋନା ପ୍ରକୋପ । ବଢିଚାଲିଛି ପଛେ ଥମିବାର ନାଁ ଧରୁନି । ଏବେ ପୁଣି ଆଉ ୪୧୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୭୩୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 21st September
New Positive Cases: 4189
In quarantine: 2453
Local contacts: 1736(Details of local contacts will be shared by concerned Dist Administration)
District Wise Cases
1. Angul: 107
2. Balasore: 150
3. Bargarh: 128
4. Bhadrak: 34
5. Balangir: 114— I & PR Department, Odisha (@IPR_Odisha) September 22, 2020
22. Mayurbhanj: 174
23. Nawarangpur: 75
24. Nayagarh: 82
25. Nuapada: 58
26. Puri: 265
27. Rayagada: 29
28. Sambalpur: 113
29. Sonepur: 90
30. Sundargarh: 201
31. State Pool: 243New Recovery: 3704
Cumulative Tested: 2860410
Positive: 188311
Recovered: 149379
Active Case: 38158— I & PR Department, Odisha (@IPR_Odisha) September 22, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୩୭୦୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧ କୁ ବୃଦ୍ଧି ପାଇଥିବା ବେଳେ ୧୪୯୩୭୯ ଜଣ ସୁସ୍ଥ ହୋଇସାରିଲେଣି ଏବଂ ୩୮୧୫୮ ଜଣ ଚିକିତ୍ସିତ ହେଉଛନ୍ତି ।