ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଜାରି ରହିଛି କରୋନା ପ୍ରକୋପ । ଲଗାତର କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ହଜାର ଟପୁଥବା ବେଳେ ଏବେ ଟିକେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୩୦୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୦୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୨୫୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 28th September
New Positive Cases: 3067
In quarantine: 1809
Local contacts: 1258(Details of local contacts will be shared by concerned Dist Administration)
District Wise Cases
1. Angul: 129
2. Balasore: 146
3. Bargarh: 69
4. Bhadrak: 59
5. Balangir: 78— I & PR Department, Odisha (@IPR_Odisha) September 29, 2020
22. Mayurbhanj: 143
23. Nawarangpur: 58
24. Nayagarh: 68
25. Nuapada: 85
26. Puri: 178
27. Rayagada: 41
28. Sambalpur: 98
29. Sonepur: 22
30. Sundargarh: 62
31. State Pool: 211New Recoveries: 4014
Cumulative Tested: 3200852
Positive: 215676
Recovered: 177585
Active Cases: 37210— I & PR Department, Odisha (@IPR_Odisha) September 29, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୪୦୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୫୬୭୬ କୁ ବୃଦ୍ଧି ପାଇଥିବା ବେଳେ ୧୭୭୫୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୩୭୨୧୦ ଜଣ ଚିକିତ୍ସିତ ହେଉଛନ୍ତି ।