ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଜାରି ରହିଛି କରୋନା ପ୍ରକୋପ । ଲଗାତର କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ହଜାର ଟପୁଥବା ବେଳେ ଏବେ ଟିକେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୩୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୧୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୪୯୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 30th September
New Positive Cases: 3615
In quarantine: 2118
Local contacts: 1497(Details of local contacts will be shared by concerned District Administration)
District Wise Cases
1. Angul: 188
2. Balasore: 96
3. Bargarh: 86
4. Bhadrak: 61
5. Balangir: 81— I & PR Department, Odisha (@IPR_Odisha) October 1, 2020
22. Mayurbhanj: 123
23. Nawarangpur: 57
24. Nayagarh: 64
25. Nuapada: 66
26. Puri: 197
27. Rayagada: 39
28. Sambalpur: 73
29. Sonepur: 70
30. Sundargarh: 73
31. State Pool: 240New Recovery: 4219
Cumulative Tested: 3300644
Positive: 222734
Recovered: 185700
Active Cases: 36122— I & PR Department, Odisha (@IPR_Odisha) October 1, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୪୨୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୨୭୩୪ କୁ ବୃଦ୍ଧି ପାଇଥିବା ବେଳେ ୧୮୫୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୩୬୧୨୨ ଜଣ ଚିକିତ୍ସିତ ହେଉଛନ୍ତି ।