ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ପ୍ରକୋପ । ଲଗାତର କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ହଜାର ଟପୁଥବା ବେଳେ ଏବେ ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୩୦୫୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୦୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୨୪୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 2nd October
New Positives Cases: 3053
In quarantine: 1804
Local contacts: 1249(Details of local contacts will be shared by concerned District Administration)
District Wise Cases
1. Angul: 64
2. Balasore: 85
3. Bargarh: 98
4. Bhadrak: 70
5. Balangir: 95— I & PR Department, Odisha (@IPR_Odisha) October 3, 2020
22. Mayurbhanj: 153
23. Nawarangpur: 14
24. Nayagarh: 67
25. Nuapada: 56
26. Puri: 127
27. Rayagada: 36
28. Sambalpur: 123
29. Sonepur: 83
30. Sundargarh: 98
31. State Pool: 147New Recovery: 4048
Cumulative Tested: 3395265
Positive: 229387
Recovered: 194128
Active Cases: 34314— I & PR Department, Odisha (@IPR_Odisha) October 3, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୪୦୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୯୩୮୭ କୁ ବୃଦ୍ଧି ପାଇଥିବା ବେଳେ ୧୯୪୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୩୪୩୧୪ ଜଣ ଚିକିତ୍ସିତ ହେଉଛନ୍ତି ।