ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ପ୍ରକୋପ । ଲଗାତର କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ହଜାର ଟପୁଥବା ବେଳେ ଏବେ ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୩୩୨୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୪୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୩୮୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 3rd October
New Positives Cases: 3326
In quarantine: 1945
Local contacts: 1381(Details of local contacts will be shared by concerned District Administration)
District Wise Cases
1. Angul: 119
2. Balasore: 122
3. Bargarh: 94
4. Bhadrak: 36
5. Balangir: 103— I & PR Department, Odisha (@IPR_Odisha) October 4, 2020
22. Mayurbhanj: 131
23. Nawarangpur: 61
24. Nayagarh: 61
25. Nuapada: 147
26. Puri: 140
27. Rayagada: 53
28. Sambalpur: 107
29. Sonepur: 25
30. Sundargarh: 93
31. State Pool: 149New Recovery: 4066
Cumulative Tested: 3440835
Positive: 232713
Recovered: 198194
Active Cases: 33559— I & PR Department, Odisha (@IPR_Odisha) October 4, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୪୦୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୨୭୧୩ କୁ ବୃଦ୍ଧି ପାଇଥିବା ବେଳେ ୧୯୮୧୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୩୩୫୫୯ ଜଣ ଚିକିତ୍ସିତ ହେଉଛନ୍ତି ।