ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଲଗାତର କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ତିନି ହଜାର ତଳକୁ ଖସିଥିବା ବେଳେ ଆଜି ପୁଣି ତିନି ହଜାର ଉପରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ପୁଣି ଉପର ମୁହାଁ କରୋନା ମିଟର । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୩୧୪୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୨୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୩୧୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 7th October
New Positives Cases: 3144
In quarantine: 1825
Local contacts: 1319(Details of local contacts will be shared by concerned District Administration)
District Wise Cases
1. Angul: 128
2. Balasore: 72
3. Bargarh: 94
4. Bhadrak: 101
5. Balangir: 86— I & PR Department, Odisha (@IPR_Odisha) October 8, 2020
22. Mayurbhanj: 115
23. Nawrangpur: 107
24. Nayagarh: 58
25. Nuapada: 114
26. Puri: 122
27. Rayagada: 29
28. Sambalpur: 136
29. Sonepur: 86
30. Sundargarh: 105
31. State Pool: 130New Recovery: 3455
Cumulative Tested: 3619509
Positive: 244142
Recovered: 213672
Active Case: 29443— I & PR Department, Odisha (@IPR_Odisha) October 8, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୩୪୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୪୧୪୨ କୁ ବୃଦ୍ଧି ପାଇଥିବା ବେଳେ ୨୧୩୬୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୨୯୪୪୩ ଜଣ ଚିକିତ୍ସିତ ହେଉଛନ୍ତି ।