ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ତଳକୁ ଖସିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୨୫୪୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୦୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୪୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 10th October
New Positives Cases: 2546
In quarantine: 1504
Local contacts: 1042(Details of local contacts will be shared by concerned District Administration)
District Wise Cases
1. Angul: 208
2. Balasore: 103
3. Bargarh: 92
4. Bhadrak: 34
5. Balangir: 85— I & PR Department, Odisha (@IPR_Odisha) October 11, 2020
22. Mayurbhanj: 120
23. Nawarangpur: 60
24. Nayagarh: 48
25. Nuapada: 88
26. Puri: 70
27. Rayagada: 21
28. Sambalpur: 84
29. Sonepur: 48
30. Sundargarh: 161
31. State Pool: 86New Recoveries: 3885
Cumulative Tested: 3755671
Positive: 252239
Recovered: 224273
Active Cases: 26891— I & PR Department, Odisha (@IPR_Odisha) October 11, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୩୮୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫୨୨୩୯ କୁ ବୃଦ୍ଧି ପାଇଥିବା ବେଳେ ୨୨୪୨୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୨୬୮୯୧ ଜଣ ଚିକିତ୍ସିତ ହେଉଛନ୍ତି ।