ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ତଳକୁ ଖସିଛି । ଯାହାଫଳରେ ଏବେ ତଳ ମୁହଁ କରୋନା ମିଟର । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୨୬୦୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୧୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୯୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 13th October
New Positives Cases: 2604
In quarantine: 1511
Local contacts: 1093(Details of local contacts will be shared by concerned District Administration)
District Wise Cases
1. Angul: 216
2. Balasore: 164
3. Bargarh: 90
4. Bhadrak: 50
5. Balangir: 64— I & PR Department, Odisha (@IPR_Odisha) October 14, 2020
22. Mayurbhanj: 122
23. Nawarangpur: 60
24. Nayagarh: 35
25. Nuapada: 95
26. Puri: 49
27. Rayagada: 21
28. Sambalpur: 49
29. Sonepur: 44
30. Sundargarh: 186
31. State Pool: 74New Recoveries: 2796
Cumulative Tested: 3878992
Positive: 259541
Recovered: 232988
Active Cases: 25428— I & PR Department, Odisha (@IPR_Odisha) October 14, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୭୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫୯୫୪୧ କୁ ବୃଦ୍ଧି ପାଇଥିବା ବେଳେ ୨୩୨୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୨୫୪୨୮ ଜଣ ଚିକିତ୍ସିତ ହେଉଛନ୍ତି ।