ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୧୯୮୨ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୫୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୨୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 18th October
New Positives Cases: 1982
In quarantine: 1156
Local contacts: 826(Details of local contacts will be shared by concerned District Administration)
District Wise Cases
1. Angul: 119
2. Balasore: 86
3. Bargarh: 46
4. Bhadrak: 63
5. Balangir: 88— I & PR Department, Odisha (@IPR_Odisha) October 19, 2020
22. Mayurbhanj: 107
23. Nawarangpur: 52
24. Nayagarh: 33
25. Nuapada: 37
26. Puri: 72
27. Rayagada: 10
28. Sambalpur: 38
29. Sonepur: 45
30. Sundargarh: 98
31. State Pool: 65New Recoveries: 2610
Cumulative Tested: 4082063
Positive: 270346
Recovered: 246837
Active cases: 22304— I & PR Department, Odisha (@IPR_Odisha) October 19, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୬୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୦୩୪୬ କୁ ବୃଦ୍ଧି ପାଇଥିବା ବେଳେ ୨୪୬୮୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୨୨୩୦୪ ଜଣ ଚିକିତ୍ସିତ ହେଉଛନ୍ତି ।