ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୧୯୦୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୧୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୮୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 19th October
New Positives Cases: 1904
In quarantine: 1115
Local contacts: 789(Details of local contacts will be shared by concerned District Administration)
District Wise Cases
1. Angul: 109
2. Balasore: 90
3. Bargarh: 35
4. Bhadrak: 19
5. Balangir: 66— I & PR Department, Odisha (@IPR_Odisha) October 20, 2020
22. Mayurbhanj: 93
23. Nawarangpur: 43
24. Nayagarh: 32
25. Nuapada: 128
26. Puri: 49
27. Rayagada: 17
28. Sambalpur: 44
29. Sonepur: 73
30. Sundargarh: 100
31. State Pool: 43New recoveries: 2738
Cumulative Tested: 4117090
Positive: 272250
Recovered: 249575
Active cases: 21454— I & PR Department, Odisha (@IPR_Odisha) October 20, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୭୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୫୦ କୁ ବୃଦ୍ଧି ପାଇଥିବା ବେଳେ ୨୪୯୫୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୨୧୪୫୪ ଜଣ ଚିକିତ୍ସିତ ହେଉଛନ୍ତି ।