ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୧୭୯୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୩୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୬୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 21st October
New Positives Cases: 1793
In quarantine: 1031
Local contacts: 762(Details of local contacts will be shared by concerned District Administration)
District Wise Cases:
1. Angul: 107
2. Balasore: 40
3. Bargarh: 61
4. Bhadrak: 68
5. Balangir: 76— I & PR Department, Odisha (@IPR_Odisha) October 23, 2020
22. Mayurbhanj: 104
23. Nawarangpur: 65
24. Nayagarh: 34
25. Nuapada: 84
26. Puri: 82
27. Rayagada: 14
28. Sambalpur: 40
29. Sonepur: 8
30. Sundargarh: 99
31. State Pool: 44New recoveries: 2128
Cumulative tested: 4240241
Positive: 277887
Recovered: 257041
Active cases: 19579— I & PR Department, Odisha (@IPR_Odisha) October 23, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୭୮୮୭ କୁ ବୃଦ୍ଧି ପାଇଥିବା ବେଳେ ୨୫୭୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୧୯୫୭୯ ଜଣ ଚିକିତ୍ସିତ ହେଉଛନ୍ତି ।