ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୧୬୩୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୫୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୭୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 24th October
New Positive Cases: 1633
In quarantine: 955
Local contacts: 678(Details of local contacts will be shared by concerned District Administration)
District Wise Cases:
1. Angul: 100
2. Balasore: 26
3. Bargarh: 53
4. Bhadrak: 21
5. Balangir: 80— I & PR Department, Odisha (@IPR_Odisha) October 25, 2020
22. Mayurbhanj: 42
23. Nawarangpur: 41
24. Nayagarh: 23
25. Nuapada: 89
26. Puri: 58
27. Rayagada: 11
28. Sambalpur: 32
29. Sonepur: 22
30. Sundargarh: 106
31. State Pool: 31New recoveries: 2613
Cumulative Tested: 4318075
Positive: 281215
Recovered: 262031
Active Cases: 17886— I & PR Department, Odisha (@IPR_Odisha) October 25, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୬୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୨୧୫ କୁ ବୃଦ୍ଧି ପାଇଥିବା ବେଳେ ୨୬୨୦୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୧୭୮୮୬ ଜଣ ଚିକିତ୍ସିତ ହେଉଛନ୍ତି ।