ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୧୪୮୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୨୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 25th October
New Positive Cases: 1480
In quarantine: 858
Local contacts: 622(Details of local contacts will be shared by concerned District Administration)
District Wise Cases:
1. Angul: 141
2. Balasore: 84
3. Bargarh: 49
4. Bhadrak: 24
5. Balangir: 44— I & PR Department, Odisha (@IPR_Odisha) October 26, 2020
22. Mayurbhanj: 113
23. Nawarangpur: 40
24. Nayagarh: 28
25. Nuapada: 44
26. Puri: 47
27. Rayagada: 8
28. Sambalpur: 29
29. Sonepur: 14
30. Sundargarh: 90
31. State Pool: 26New recoveries: 2071
Cumulative Tested: 4354956
Positive: 282695
Recovered: 264102
Active Cases: 17281— I & PR Department, Odisha (@IPR_Odisha) October 26, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୦୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୬୯୫ କୁ ବୃଦ୍ଧି ପାଇଥିବା ବେଳେ ୨୬୪୧୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୧୭୨୮୧ ଜଣ ଚିକିତ୍ସିତ ହେଉଛନ୍ତି ।