ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୧୬୧୭ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୪୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୭୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 28th October
New Positives Cases 1617
In quarantine: 941
Local contacts: 676(Details of local contacts will be shared by concerned District Administration)
District Wise Cases:
1. Angul: 75
2. Balasore: 76
3. Bargarh: 35
4. Bhadrak: 30
5. Balangir: 68— I & PR Department, Odisha (@IPR_Odisha) October 29, 2020
22. Mayurbhanj: 85
23. Nawarangpur: 33
24. Nayagarh: 40
25. Nuapada: 59
26. Puri: 76
27. Rayagada: 15
28. Sambalpur: 22
29. Sonepur: 8
30. Sundargarh: 93
31. State Pool: 36New Recoveries: 2015
Cumulative Tested: 4463559
Positive: 287099
Recovered: 270130
Active cases: 15619— I & PR Department, Odisha (@IPR_Odisha) October 29, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୦୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୦୯୯ କୁ ବୃଦ୍ଧି ପାଇଥିବା ବେଳେ ୨୭୦୧୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୧୫୬୧୯ ଜଣ ଚିକିତ୍ସିତ ହେଉଛନ୍ତି ।