ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୧୪୭୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୧୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 29th October
New Positives Cases 1470
In quarantine: 853
Local contacts: 617(Details of local contacts will be shared by concerned District Administration)
District Wise Cases:
1. Angul: 76
2. Balasore: 56
3. Bargarh: 61
4. Bhadrak: 19
5. Balangir: 63— I & PR Department, Odisha (@IPR_Odisha) October 31, 2020
22. Mayurbhanj: 50
23. Nawarangpur: 34
24. Nayagarh: 31
25. Nuapada: 61
26. Puri: 64
27. Rayagada: 13
28. Sambalpur: 34
29. Sonepur: 27
30. Sundargarh: 112
31. State Pool: 30New Recoveries: 1800
Cumulative Tested: 4555815
Positive: 290116
Recovered: 273838
Active cases: 14905— I & PR Department, Odisha (@IPR_Odisha) October 31, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୧୮୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ କୁ ବୃଦ୍ଧି ପାଇଥିବା ବେଳେ ୨୭୩୮୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୧୪୯୦୫ ଜଣ ଚିକିତ୍ସିତ ହେଉଛନ୍ତି ।