ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ପ୍ରକୋପ । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୧୪୭୪ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୫୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୬୧୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟ ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 3rd November
New Positive Cases: 1474
In Quarantine: 855
Local Contacts: 619(Details of local contacts will be shared by concerned District Administration)
District Wise Cases:
1. Angul: 76
2. Balasore: 78
3. Bargarh: 68
4. Bhadrak: 19
5. Balangir: 89— I & PR Department, Odisha (@IPR_Odisha) November 4, 2020
22. Mayurbhanj: 52
23. Nawarangpur: 30
24. Nayagarh: 20
25. Nuapada: 46
26. Puri: 73
27. Rayagada: 7
28. Sambalpur: 37
29. Sonepur: 5
30. Sundargarh: 104
31. State Pool: 30New recoveries: 1462
Cumulative tested: 4736246
Positive: 295889
Recovered: 280553
Active cases: 13919— I & PR Department, Odisha (@IPR_Odisha) November 4, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୧୪୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରାନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୫୮୮୯ ହୋଇଥିବା ବେଳେ ୨୮୦୫୫୩ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୧୩୯୧୯ ଟି ସକ୍ରିୟ ମାମଲା ରହିଛି ।