ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି । ପ୍ରତ୍ୟେକ ଦିନ ନୂତନ ମାମଲା ସାମ୍ନାକୁ ଆସୁଛି । ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ପୁଣି ଆଉ ୧୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୬୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୨୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 5th November
New Positive Cases: 1494
In quarantine: 867
Local contacts: 627(Details of local contacts will be shared by concerned District Administration)
District Wise Cases:
1. Angul: 83
2. Balasore: 102
3. Bargarh: 54
4. Bhadrak: 19
5. Balangir: 79— I & PR Department, Odisha (@IPR_Odisha) November 6, 2020
22. Mayurbhanj: 93
23. Nawarangpur: 32
24. Nayagarh: 34
25. Nuapada: 55
26. Puri: 63
27. Rayagada: 11
28. Sambalpur: 39
29. Sonepur: 12
30. Sundargarh: 96
31. State Pool: 30New Recoveries: 1460
Cumulative Tested: 4838124
Positive: 298768
Recovered: 283533
Active cases: 13789— I & PR Department, Odisha (@IPR_Odisha) November 6, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୪୬୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୮୭୬୮ ରହିଥିବା ବେଳେ ଏହି ରୋଗରୁ ୨୮୩୫୩୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୩୭୮୯ ଜଣ ଚିକିତ୍ସିତ ହେଉଛନ୍ତି ।