ଭୁବନେଶ୍ୱର(ଏଟିଆର ବ୍ୟୁରୋ): ବର୍ଷା ପାଇଁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଏହା ଫଳରେ ଅନେକ ଲୋକେ ପ୍ରଭାବିତ ହୋଇଥିଲେ । କିଛି ଅଞ୍ଚଳ ଜଳ ମଗ୍ନ ମଧ୍ୟ ହୋଇଛି କିନ୍ତୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ରାଜ୍ୟରେ ବନ୍ୟା ପରିସ୍ଥିତିରେ କିଛି ମାତ୍ରାରେ ସୁୁଧାର ଆସିଛି । ବନ୍ୟାରେ ପ୍ରଭାବିତ ହୋଇଥିବା ଅଞ୍ଚଳରେ ଲୋକମାନଙ୍କୁ ନିରାପଦ ସ୍ଥାନକୁ ନେବା ସହିତ ଉଦ୍ଧାର ଓ ରିଲିଫ କାର୍ଯ୍ୟ ତ୍ୱରାନିତ କରାଯାଇଛି । ମୁଣ୍ଡଳିରେ ବନ୍ୟା ଜଳର ପରିମାଣ ସ୍ଥିର ରହିଛି ଯାହାକି ବନ୍ୟା ପରିସ୍ଥିତିକୁ କାବୁ କରିଛି । ଆଗକୁ ଯେଉଁ ସ୍ଥାନ ଗୁଡିକରେ ବନ୍ୟା ପାଇଁ ଅସୁବିଧା ଉପୁଜିବାରେ ଅଛି ସେହି ସ୍ଥାନ ଗୁଡିକରେ ଓଡ୍ରାଫ ଟିମ ଦ୍ୱାରା ଉଦ୍ଧାର କାର୍ଯ୍ୟ ମଧ୍ୟ ଜାରି ରହିବ । ଏହା ସହିତ ମୁଖ୍ୟମନ୍ତ୍ରୀ ବନ୍ୟା ପରିସ୍ଥିତିକୁ ଆଜି ବୁଲି ଦେଖିବେ ଓ ଏହା ଉପରେ କମିଟି ମିଟିଙ୍ଗ ହେବା ନେଇ କହିଛନ୍ତି ମୁଖ୍ୟ ସଚିବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024