ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନାର ଦ୍ୱିତୀୟ ଲହର । ଏଭଳି ସ୍ଥିତିରେ ସାମାନ୍ୟ ଲକ୍ଷଣ ଥିଲେ ହସ୍ପିଟାଲ ନଯାଇ ହୋମ ଆଇସୋଲେସନରେ ରହିବା ପାଇଁ ବାରମ୍ବାର ପରାମର୍ଶ ଦିଆଯାଉଛି । ଏଥିପାଇଁ ଏବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଡିଶା ସରକାର ପକ୍ଷରୁ ଆରମ୍ଭ ହୋଇଛି ଟେଲିମେଡିସିନ୍ ସେବା । ଏହି ଟେଲିମେଡିସିନ୍ ଜରିଆରେ ହୋମ ଆଇସୋଲେସନରେ ଥିବା ବ୍ୟକ୍ତିଙ୍କୁ ଚିକିତ୍ସା ପରାମର୍ଶ ମିଳି ପାରୁଛି । ୩୦ଟି ଜିଲ୍ଲାର ହସ୍ପିଟାଲ ନାଁ ଏବଂ ଫୋନ ନମ୍ବର ତାଲିକା ପ୍ରକାଶ ପାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024