ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ): କରୋନା ମହାମାରୀ ଦିନକୁ ଦିନ ବଢିବାରେ ଲାଗିଛି । ଏହି ମହାମାରୀ କବଳରୁ କେହି ବଞ୍ଚି ପାରିନାହାନ୍ତି । କରୋନା କରିଛି ସମସ୍ତଙ୍କୁ କାବୁ । ଆଜି ହରିୟାଣାର କ୍ୟାବିନେଟ ମନ୍ତ୍ରୀ ମୁଲଚନ୍ଦ ଶର୍ମା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବିଳମ୍ବିତ ରାତିରେ ତାଙ୍କର ରିପୋର୍ଟ ଆସିଥିଲା। ମନ୍ତ୍ରୀ ମୁଲଚାନ୍ଦ ଶର୍ମା ନିଜେ କରୋନା ପଜିଟିଭ ହୋଇଥିବା ନେଇ ଟ୍ୱିଟରରେ ସୂଚନା ଦେଇଥିଲେ । ଗତ ସପ୍ତାହରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଥିଲେ ସେମାନେ ନିଜକୁ ଆଇସୋଲେଟ କରିଦିଅନ୍ତୁ ବୋଲି ସେ କହିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖତର, ବିଧାନସଭା ଅଧ୍ୟକ୍ଷ ଜ୍ଞାନଚାନ୍ଦ ଗୁପ୍ତା କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024