ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ): କରୋନା ମହାମାରୀ ଦିନକୁ ଦିନ ବଢିବାରେ ଲାଗିଛି । ଏହି ମହାମାରୀ କବଳରୁ କେହି ବଞ୍ଚି ପାରିନାହାନ୍ତି । କରୋନା କରିଛି ସମସ୍ତଙ୍କୁ କାବୁ । ଆଜି ହରିୟାଣାର କ୍ୟାବିନେଟ ମନ୍ତ୍ରୀ ମୁଲଚନ୍ଦ ଶର୍ମା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବିଳମ୍ବିତ ରାତିରେ ତାଙ୍କର ରିପୋର୍ଟ ଆସିଥିଲା। ମନ୍ତ୍ରୀ ମୁଲଚାନ୍ଦ ଶର୍ମା ନିଜେ କରୋନା ପଜିଟିଭ ହୋଇଥିବା ନେଇ ଟ୍ୱିଟରରେ ସୂଚନା ଦେଇଥିଲେ । ଗତ ସପ୍ତାହରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଥିଲେ ସେମାନେ ନିଜକୁ ଆଇସୋଲେଟ କରିଦିଅନ୍ତୁ ବୋଲି ସେ କହିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖତର, ବିଧାନସଭା ଅଧ୍ୟକ୍ଷ ଜ୍ଞାନଚାନ୍ଦ ଗୁପ୍ତା କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024