ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ): ଦିଲ୍ଲୀର ଏମ୍ସ ହସ୍ପିଟାଲରେ ପୁଣି ଥରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହା ପୂର୍ବରୁ ସେ ଅଗଷ୍ଟ ୨ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ମେଦାନ୍ତ ମେଡିକାଲରେ ଚିକିତ୍ସିତ ହେଉଥିଲେ , ପରେ ସୁସ୍ଥ ହୋଇ ଅଗଷ୍ଟ ୧୪ରେ ଘରକୁ ଫେରିଥିଲେ । ହା ପରେ ପୁଣି ଥରେ ଅଗଷ୍ଟ ୧୮ରେ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇ ଅଗଷ୍ଟ ୩୧ ତାରିଖରେ ଡିସ୍ଚାର୍ଜ ହୋଇଥିଲେ । ଏହା ପରେ ଗତ ଶନିବାର ସେ ତାଙ୍କ ନିଶ୍ୱାସ ପ୍ରଶ୍ୱାସରେ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024