ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ): ଦିଲ୍ଲୀର ଏମ୍ସ ହସ୍ପିଟାଲରେ ପୁଣି ଥରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହା ପୂର୍ବରୁ ସେ ଅଗଷ୍ଟ ୨ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ମେଦାନ୍ତ ମେଡିକାଲରେ ଚିକିତ୍ସିତ ହେଉଥିଲେ , ପରେ ସୁସ୍ଥ ହୋଇ ଅଗଷ୍ଟ ୧୪ରେ ଘରକୁ ଫେରିଥିଲେ । ହା ପରେ ପୁଣି ଥରେ ଅଗଷ୍ଟ ୧୮ରେ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇ ଅଗଷ୍ଟ ୩୧ ତାରିଖରେ ଡିସ୍ଚାର୍ଜ ହୋଇଥିଲେ । ଏହା ପରେ ଗତ ଶନିବାର ସେ ତାଙ୍କ ନିଶ୍ୱାସ ପ୍ରଶ୍ୱାସରେ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024