ମୁମ୍ବାଇ(ଏଟିଆର ବ୍ୟୁରୋ): କୋରୋନାରୁ ସୁସ୍ଥ ହେଲେ ବଲିଉଡ୍ ବିଗ୍ ବି ଅମିତାଭ ବଚ୍ଚନ । ଆଜି କୋରୋନାରୁ ନେଗେଟିଭ ହୋଇ ଘରକୁ ଫେରିଛନ୍ତି ମେଗା ଷ୍ଟାର ଅମିତାଭ ବଚ୍ଚନ । କିଛି ଦିିନ ତଳେ କୋରୋନା ମହାମାରୀରେ ସଂକ୍ରମିତ ହୋଇଥିବାରୁ ମୁମ୍ବାଇର ନାନାବତୀ ମେଡିକାଲରେ ଭର୍ତ୍ତି ହୋଇଥିଲେ ବିଗ୍ ବି । ଆଜି ତାଙ୍କର ଟେଷ୍ଟ ରିପୋର୍ଟ ନେଗେଟିଭ ଆସି ଥିବାରୁ ସେ ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଥିବା କଥା ଅଭିଷେଖ ବଚ୍ଚନ ତାଙ୍କ ଟ୍ୟିଟ୍ କରି ଜଣାଇଛନ୍ତି । ବିଗ୍ ବି ବର୍ତ୍ତମାନ ଘରେ ରହି ବିଶ୍ରାମ ନେବେ ବୋଲି ଅଭିଷେକ ବଚ୍ଚନ କହିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024