କେରିଚୋ (ଏଟିଆର ବ୍ୟୁରୋ): କେନିଆରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ୪୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି । ଏନେଇ କେରିଚୋ ପୋଲିସ ପକ୍ଷରୁ ସୂଚନା ମିଳିଛି ।
କେରିଚୋର କିସୁମୁ-ମୁହୋରୋନି ହାଇୱେରେ ପ୍ରାୟତଃ ଭୋର ୪ଟା ବେଳେ ଏହି ଦୁର୍ଘଟଣା ଘଟିଛି । ବସ୍ ଟି ନାଇରୋବି ରୁ ବାହାରି କିସୁମୁ ଆଡକୁ ଯାଉଥିବା ବେଳେ ଘାଟିରେ ନେଉଟି ପଡିଛି । ଏଥିରେ ଯାତ୍ର କରୁଥିବା ୫୦ ଜଣ ଯାତ୍ରୀଙ୍କ ମଧ୍ୟରୁ ଘଟଣାସ୍ଥଳରେ ୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ଲାଗି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024