କେରିଚୋ (ଏଟିଆର ବ୍ୟୁରୋ): କେନିଆରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ୪୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି । ଏନେଇ କେରିଚୋ ପୋଲିସ ପକ୍ଷରୁ ସୂଚନା ମିଳିଛି ।
କେରିଚୋର କିସୁମୁ-ମୁହୋରୋନି ହାଇୱେରେ ପ୍ରାୟତଃ ଭୋର ୪ଟା ବେଳେ ଏହି ଦୁର୍ଘଟଣା ଘଟିଛି । ବସ୍ ଟି ନାଇରୋବି ରୁ ବାହାରି କିସୁମୁ ଆଡକୁ ଯାଉଥିବା ବେଳେ ଘାଟିରେ ନେଉଟି ପଡିଛି । ଏଥିରେ ଯାତ୍ର କରୁଥିବା ୫୦ ଜଣ ଯାତ୍ରୀଙ୍କ ମଧ୍ୟରୁ ଘଟଣାସ୍ଥଳରେ ୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ଲାଗି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024