ଶ୍ରୀନଗର(ଏଟିଆର ବ୍ୟୁରୋ):ପାକିସ୍ତାନ ଦ୍ୱାରା ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନରେ ଜଣେ ଭାରତୀୟ ଯବାନ ସହିଦ ହୋଇଛନ୍ତି । ଏଥିରେ ଜଣେ ଅଧିକାରୀଙ୍କ ସମେତ ୨ ଜଣ ଆହତ ହୋଇଛନ୍ତି । ଆହତ ସେନାଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗଣମାଧ୍ୟମର ରିପୋର୍ଟ ଅନୁସାରେ ଜମ୍ମୁ କଶ୍ମୀରର ରାଜୌରୀ ଜିଲ୍ଲାରେ ଥିବା ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଗତକାଲି ଅସ୍ତ୍ରବିତରତି ଉଲ୍ଲଂଘନ କରିଛି । ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି ।
ପାକିସ୍ତାନର ସେନା ମଙ୍ଗଳବାର ଅପରାହ୍ନରେ ଅସ୍ତ୍ରବିତରତି ଉଲ୍ଲଂଘନ କରିଥିଲା । ମୋର୍ଟାର ଓ ବନ୍ଧୁକ ଦ୍ୱାରା ସେ ଭାରତୀୟ ସୀମାକୁ ଲକ୍ଷ୍ୟ କରି ଗୁଳି ଚାଳନ କରିଥିଲା । ରାଜୌରୀ ଜିଲ୍ଲାର ନିୟନ୍ତ୍ରଣ ରେଖାର ସୁନ୍ଦରବେଣୀ ସେକ୍ଟରରେ ଏହି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିଲା । ଭାରତୀୟ ସେନା ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଥିଲା । ତେବେ ପାକିସ୍ତାନ ନିଜର ନୂଆ ଜାଲ ବିଛାଉଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024