ବେଙ୍ଗାଲୁରୁ (ଏଟିଆର ବ୍ୟୁରୋ): ପୂର୍ବତନ କ୍ରିକେଟର ତଥା ବିସିସିଆଇ ପ୍ରଶାସକ ଓ କ୍ୟୁରେଟର ଗୋପାଲସ୍ୱାମୀ କସ୍ତୁରୀରଙ୍ଗନଙ୍କର ବୁଧବାର ପରଲୋକ ହୋଇଛି। ୮୯ ବର୍ଷରେ କସ୍ତୁରୀରଙ୍ଗନ ଚାମରାଜାପେଟସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହୃଦଘାତ ଯୋଗୁ ତାଙ୍କର ପରଲୋକ ହୋଇଥିବା କର୍ଣ୍ଣାଟକ ଷ୍ଟେଟ୍ କ୍ରିକେଟ୍ ଆସୋସିଏସନ (କେଏସସିଏ)ମୁଖପାତ୍ର ବିନୟ ମୃତ୍ୟୁଞ୍ଜୟ ଏହି ସୂଚନା ଦେଇଛନ୍ତି। ସେ ୧୯୪୮-୬୩ ମସିହା ପର୍ୟ୍ୟନ୍ତ ମୈସୁର ପକ୍ଷରୁ ଅଧିକାଂଶ ରଣଜୀ ଟ୍ରଫି ମ୍ୟାଚ୍ ଖେଳିଥିଲେ।ସେ ଡାହାଣ ହାତି ବୋଲର ଥିଲେ । ତାଙ୍କ ପରଲୋକ ଖବର କ୍ରିକେଟ୍ ଜଗତରେ ଶୋକର ଛାୟା ଖେଳାଇ ଦେଇଛି। କସ୍ତୁରୀରଙ୍ଗନଙ୍କ ମୃତ୍ୟୁ ଖବରରେ ପୂର୍ବତନ କ୍ରିକେଟର ଅନୀଲ କୁମ୍ବଲେ ଶୋକବ୍ୟକ୍ତ କରିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024