ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଯଦି ଆପଣ ପ୍ରତିଦିନ ସକାଳୁ ଗରମ ପାଣିରେ ଲେମ୍ବୁ ମିଶାଇ ପିଇବେ, ତେବେ ଏହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଖୁବ୍ ଫାଇଦା ହୋଇପାରେ । ଅନେକ ଲୋକ ଶୀତ ଦିନେ ଲେମ୍ବୁ ପାଣି ପିଇବାକୁ ପସନ୍ଦ କରିନଥାନ୍ତି । କିନ୍ତୁ ଆଜି ଆମେ କହିବାକୁ ଯାଉଛୁ କି ଶୀତ ଦିନେ ଲେମ୍ବୁ ପାଣି ପିଇବା ବହୁତ ଉପକାରୀ ହୋଇଥାଏ ।
ଫାଇଦା:
– ସକାଳୁ ଖାଲି ପେଟରେ ଉଷୁମ ପାଣିରେ ଲେମ୍ବୁ ମିଶାଇ ପିଇବା ଦ୍ୱାରା ଶରୀରରେ ଥିବା ବିଷାକ୍ତ ତତ୍ୱ ବାହାରକୁ ବାହାରି ଯାଇଥାଏ ।
– ଏହାସହିତ ଉଷୁମ ଥିବା ଲେମ୍ବୁ ପାଣି ପିଇବା ଦ୍ୱାରା ପାଚନ କ୍ରିୟା ମଜବୁତ ହୋଇଥାଏ ।
– ଲେମ୍ବୁରରେ ଭରପୁର ମାତ୍ରାରେ ଏସିଡ୍ ଥାଏ, ଯାହା ଶରୀରର ପିଏଚ୍ ମାତ୍ରାକୁ ନିୟନ୍ତ୍ରଣରେ ରଖେ ।
– ଲେମ୍ବୁ ପାଣି ଶରୀରରେ ଥିବା ଅବର୍ଜନାକୁ ହଟେଇ ଲିଭରକୁ ସକ୍ରିୟ ରଖେ ।
– ଏହାବ୍ୟତିତ ଯଦି ଆପଣ ଆପଣଙ୍କର ଓଜନ ହ୍ରାସ କରିବାକୁ ଚାହୁଁଛନ୍ତି , ତେବେ ସକାଳୁ ଖାଲି ପେଟରେ ଗରମ ପାଣିରେ ଲେମ୍ବୁ ମିଶାଇ ପିଅନ୍ତୁ । ଏହାଦ୍ୱାରା ଶରୀରର ମୋଟାବଲିଜିମ୍ ବୃଦ୍ଧି ହେବା ସହ ଓଜନ ହ୍ରାସ ହୋଇଥାଏ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024