ପିଡିଏସ କିରୋସିନିର ମୂଲ୍ୟ ବୃଦ୍ଧି ପାଇଛି । ତୈଳ କମ୍ପାନୀମାନେ ଗତ ୧୬ ତାରିଖଠାରୁ କିରୋସିନିର ରେଟ ବଢାଇଥିବା ବେଳେ ସରକାର ପିଡିଏସ କିରୋସିନିର ଦର ଲିଟର ପିଛା ୨୫ପଇସା ବୃଦ୍ଧି କରିଛନ୍ତି । ଏହି ବାବଦରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଜଣାଇ ଦିଆଯାଇଛି । ବିଭାଗ ପକ୍ଷରୁ ସୂଚନା ମିଳିଛି ଯେ ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରାଳୟ କିରୋସିନର ଖୁଚୁରା ବିକ୍ରୟ ମୂଲ୍ୟ ବୃଦ୍ଧି କରିବା ପରେ ପରବର୍ତ୍ତି ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ । ରାଜ୍ୟର ସବୁ ଜିଲ୍ଲାରେ ପିଡିଏସ କିରୋସିନ ଦିଆଯାଉଥିବା ଲୋକଙ୍କୁ ଏହି ବିଷୟରେ ଅବଗତ କରାଯିବା ଲାଗି ଜିଲ୍ଲାପାଳଙ୍କୁ କୁହାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024