ପାଟନା ( ଏଟିଆର ବ୍ୟୁରୋ) ; ବଜରଙ୍ଗ ଦଳ କର୍ମୀଙ୍କୁ ହତ୍ୟା । ଏଭଳି ଏକ ଘଟଣା ଘଟିଛି ବିହାରର ସରଣ ଜିଲ୍ଲାରେ । ମୃତ କର୍ମୀଙ୍କ ନାମ ପିୟୁସ ଆନନ୍ଦ ଏବଂ ସେ ଜଣେ ଲୋକାଲ ବିଜେପି ନେତାଙ୍କ ପୁଅ ବୋଲି ପୋଲିସ କହିଛି ।
ପୋଲିସ କହିବା ଅନୁଯାୟୀ, ପିୟୁସଙ୍କୁ ସରଣ ଜିଲ୍ଲାର ଆଲୋନି ବଜାର ନିକଟସ୍ଥ ଏକ ପେଟ୍ରୋଲ ପମ୍ପ ନିକଟରେ ଅତି ନିକଟରୁ ଗୁଳି କରି ହତ୍ୟା କରାଯାଇଛି । ଘଟଣାଟି ସୋମବାର ମଧ୍ୟ ରାତ୍ରୀରେ ଘଟିଛି ।
ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା କୁ ପଠାଇ ଥିବାବେଳେ ଘଟଣାର ତଦନ୍ତ ଜାରୀ ରହିଛି । ଏହି ଘଟଣାରେ କୌଣସି ଅଭିଯୁକ୍ତଙ୍କୁ ଗିରଫ କରାଯାଇ ନ ଥିବା ପୋଲିସ କହିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗିରହିଛି । ଅତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ସ୍ଥାନିୟ ବଜରଙ୍ଗ ଦଳର କର୍ମୀମାନେ ପୋଲିସ ଷ୍ଟେସନ ସମ୍ମୁଖରେ ଧାରଣାରେ ବସିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024