ଜାମ୍ମୁକାଶ୍ମୀର (ଏଟିଆର ବ୍ୟୁରୋ): ଭାରତର ଚାରିପଟେ ଶତ୍ରୁ ଲାଗି ରହିଥିବା ସହ ବାହ୍ୟ ଶତ୍ରୃ ମଧ୍ୟ ଆକ୍ରମଣ କରିଥାନ୍ତି । ତେବେ ଆତଙ୍କବାଦୀମାନେ ସବୁବେଳେ ଜାମ୍ମୁକାଶ୍ମୀରରେ ଉପରେ ନିଜର ଖରାପ ଦୃଷ୍ଟି ରଖିବା ସହ ଏହା ଉପରେ ମଧ୍ୟ ଆକ୍ରମଣ କରିଥାନ୍ତି । ତେବେ ଗତକାଲି ଜାମ୍ମୁକାଶ୍ମୀର ବାରାମୁଲ୍ଲାରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ଖବର ସାମ୍ନାକୁ ଆସିଛି । ଆତଙ୍କବାଦୀମାନେ ବାରାମୁଲ୍ଲା ଜିଲ୍ଲାର କେରି ଅଞ୍ଚଳରେ ଉଜଚୠ ଏବଂ ପୋଲିସର ମିଳିତ ଟିମ ଉପରେ ଅତର୍କିତ ଆକ୍ରମଣ କରିଥିବା ଜଣାପଡିଛି ।
ତେବେ ଆତଙ୍କବାଦୀଙ୍କର ଅଚାନକ ଆକ୍ରମଣ ଫଳରେ ପୋଲିସର ଜଣେ ଏସପିଓ ଅଧିକାରୀ ଏବଂ ଦୁଇ ଜଣ ସିଆରପିଏଫ ଯବାନ ସହୀଦ ହୋଇଥିବା ସୂଚନା ମିଳିଛି । ଏନେଇ ଜାମ୍ମୁକାଶ୍ମୀର ପୋଲିସ୍ ଇନ୍ସପେକ୍ଟର ଜେନେରାଲ୍ ବିଜୟ କୁମାର ସୂଚନା ଦେଇଛନ୍ତି । ଅନ୍ୟପଟେ ଆତଙ୍କବାଦୀଙ୍କ ଅଚାନକ ଆକ୍ରମଣକୁ ସେନା ପକ୍ଷରୁ ତୁରନ୍ତ ଜବାବ ଦିଆଯିବା ସହ ଆତଙ୍କବାଦୀଙ୍କ ଧରିବା ପାଇଁ ଉକ୍ତ ଅଞ୍ଚଳକୁ ସେନା ପକ୍ଷରୁ ସିଲ କରି ଦିଆଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024