ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୧୪ରେ ସଂସଦର ମୌସିମୀ ଅଧିବେଶନ ଆରମ୍ଭ ହେବା ସହ ସେହିଦିନ ମଧ୍ୟ ରାଜ୍ୟସଭା ପାଇଁ ଉପଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ତେବେ ପୂର୍ବରୁ ବିଜେପି ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ଆଜି ୟୁପିଏ ପ୍ରାର୍ଥୀ ମନୋଜ ଝା ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।
ଗତକାଲି ହରିବଂଶ ଙ୍କୁ ସମର୍ଥନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ନବୀନଙ୍କ ସହ ଫୋନ୍ ଯୋଗେ ଆଲୋଚନା କରିଛନ୍ତି ନୀତିଶ । ଅନ୍ୟପଟେ ୟୁପିଏ ନିଜ ସମର୍ଥନ ଯୋଗାଡ କରିବା ପାଇଁ ସବୁ ପ୍ରକାର ଜୋର ଲଗାଇ ଦେଇଛନ୍ତି । ତେବେ ରାଜ୍ୟସଭାରେ ବିଜେପିର ଅଧିକ ସଂଖ୍ୟା ଥିବାରୁ ଏନଡିଏ ପ୍ରାର୍ଥୀ ବିଜୟ ହାସଲ କରିବାର ଯଥେଷ୍ଟ ସମ୍ଭବନ ରହିଛି। ଏ ନେଇ ବିଜେପି ମଧ୍ୟ ହୁଇପ ଜାରି କରିଛି।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024