ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୧୪ରେ ସଂସଦର ମୌସିମୀ ଅଧିବେଶନ ଆରମ୍ଭ ହେବା ସହ ସେହିଦିନ ମଧ୍ୟ ରାଜ୍ୟସଭା ପାଇଁ ଉପଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ତେବେ ପୂର୍ବରୁ ବିଜେପି ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ଆଜି ୟୁପିଏ ପ୍ରାର୍ଥୀ ମନୋଜ ଝା ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।
ଗତକାଲି ହରିବଂଶ ଙ୍କୁ ସମର୍ଥନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ନବୀନଙ୍କ ସହ ଫୋନ୍ ଯୋଗେ ଆଲୋଚନା କରିଛନ୍ତି ନୀତିଶ । ଅନ୍ୟପଟେ ୟୁପିଏ ନିଜ ସମର୍ଥନ ଯୋଗାଡ କରିବା ପାଇଁ ସବୁ ପ୍ରକାର ଜୋର ଲଗାଇ ଦେଇଛନ୍ତି । ତେବେ ରାଜ୍ୟସଭାରେ ବିଜେପିର ଅଧିକ ସଂଖ୍ୟା ଥିବାରୁ ଏନଡିଏ ପ୍ରାର୍ଥୀ ବିଜୟ ହାସଲ କରିବାର ଯଥେଷ୍ଟ ସମ୍ଭବନ ରହିଛି। ଏ ନେଇ ବିଜେପି ମଧ୍ୟ ହୁଇପ ଜାରି କରିଛି।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024