ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) । ୬.୫ ପ୍ରତିଶତରେ ରେପୋ ରେଟ୍ ସ୍ଥିର ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ବୈଠକରେ ନିଷ୍ପତି ହୋଇଛି । ସୁଧହାରରେ କୌଣସି ପରିବର୍ତ୍ତନ ହୋଇନାହିଁ ।
କ୍ରମାଗତ ଭାବେ ଚାରି ମାସରେ ୬ ଥର ରେପୋ ରେଟ ବଢାଇଥିଲା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ।