ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆଜି ପ୍ରକାଶ ପାଇବାକୁ ଯାଉଛି ଜାତୀୟ ପରୀକ୍ଷା ଏଜେନ୍ସି( ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି) ଦ୍ୱାରା ପରିଚାଳିତ ଜେଇଇ ମେନ୍ ପରୀକ୍ଷା ଫଳ । ପରୀକ୍ଷା ଦେଇଥିବା ଛାତ୍ରାତ୍ରୀମାନେ ) ଅଫିସିଆଲ୍ ୱେବସାଇଟ୍ JEEMAIN.NTA.NIC.INରେ ଯାଇ ପରୀକ୍ଷା ଫଳ ଦେଖିପାରିବେ।
ପିଡିଏଫ୍ ଫର୍ମାଟରେ ଉପଲବ୍ଧ ଥିବା ରେଜଲ୍ଟକୁ ଡାଉନଲୋଡ୍ କରି ହେବ । ଜେଇଇ ମେନ୍ ରେଜଲ୍ଟ ବାହାରିବାର ଗୋଟିଏ ଦିନ ପରେ ଜେଇଇ ଆଡଭାନ୍ସ ପରୀକ୍ଷାଫଳ ପ୍ରକାଶ ପାଇବାର ସମ୍ଭାବନା ରହିଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ ହୋଇଥିଲା । ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଏହି ପରୀକ୍ଷା ଆରମ୍ଭ ହୋଇ ୬ ତାରିଖରେ ଶେଷ ହୋଇଥିଲା। ଚଳିତ ବର୍ଷ ସାରା ଦେଶରେ ୬ ଲକ୍ଷ ୩୫ ହଜାର ଛାତ୍ରଛାତ୍ରୀ JEE MAIN ପରୀକ୍ଷା ଦେଇଛନ୍ତି । ତେବେ ଏହାପରେ ଛାତ୍ରଛାତ୍ରୀ NIT, IIIT ସମେତ ଅନ୍ୟ ଶିକ୍ଷାନୁଷ୍ଠାନରେ ଆଡମିଶନ୍ କରିପାରିବେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024