ଅହମ୍ମଦାବାଦ (ଏଟିଆର ବ୍ୟୁରୋ): ଓଏନଜିସି କାରଖାନାରେ ଭୟାବହ ଅଗ୍ନିକାଣ୍ଡ । ଗୁଜୁରାଟର ସୁରତର ହାଜିରା ସ୍ଥିତ ଅଏଲ ଆଣ୍ଡ ନେଚୁରାଲ ଗ୍ୟାସ କର୍ପୋରେଶନ (ଓଏନଜିସି)ର ଲାଗିଲା ନିଆଁ । ସୂଚନାନୁଯାୟୀ ଆଜି ଭୋର ୩ଟା ସମୟରେ କାରଖାନାରେ ନିଆଁ ଲାଗିଥିଲା । ଅଗ୍ନିକାଣ୍ଡର ସୂଚନା ପାଇଁ କାରଖାନାରେ ପହଞ୍ଚିବା ସହ ନିଆଁ ଉପରେ ଆୟତ ପାଇଥିଲା ।
ନିଆଁ ଉପରେ ଆୟତ ପାଇବା ପାଇଁ ଅଗ୍ନିଶମର ୧୨ଟି ଗାଡି ନିୟୋଜିତ ହୋଇଥିଲେ । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହାର କାରଣ ଅସ୍ପଷ୍ଟ ରହିଛି । ଅନ୍ୟପଟେ ଏହି ଅଗ୍ନିକାଣ୍ଡରେ କୌଣସି ଜନଜୀବନ କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । କ୍ମ୍ାନୀର ଦୁଇଟି ସ୍ଥାନରେ ନିଆଁ ଲାଗିଥିଲା । ଘଟଣାସ୍ଥଳରେ ପ୍ରଶାସନ, ପୋଲିସ ପହଂଚି ପରସ୍ଥିତିର ଅନୁଧ୍ୟାନ କରିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024