ନୂଆଦିଲ୍ଲୀ ( ଏଟିଆର ବ୍ୟୁରୋ): ଗତକାଲି ହାଇଦ୍ରାବାଦରେ ଡାକ୍ତର ପ୍ରିୟଙ୍କା ରେଡ୍ଡୀଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ପୋଲିସ ମୃତ ଦେହ ମିଳିଥିବା ସ୍ଥାନରେ ଏନକାଉଣ୍ଟର କରିଥିଲା । ଯାହାକୁ ନେଇ ସାରା ଦେଶରୁ ପୋଲିସକୁ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି । ତେବେ ଏହି ଏକ ସମୟରେ ଏହି ଘଟଣାକୁ ନେଇ ସୁପ୍ରିମକୋର୍ଟରେ ଯାଚିକା ଦାୟର ହୋଇଛି । ବରିଷ୍ଠ ଓକିଲ ଜିଏମ ମଣି ଓ ପ୍ରଦୀପ କୁମାର ଯାଦବ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତିି । ସେ ଯାଚିକାରେ ଦର୍ଶାଇଛନ୍ତି ଅଦାଲତ ୨୦୧୪ ରେ ଦେଇଥିବା ଦିଶା ନିର୍ଦେଶକୁ ଅବମାନନା କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024