ନୁଆଦିଲ୍ଲୀ ( ଏଟିଆର ବ୍ୟୁରୋ) ; ସଦ୍ୟ ସୁଚନା ଅନୁଯାୟୀ ନଭେମ୍ବର ୨୮ ତାରିଖରେ ମଧ୍ୟପ୍ରଦେଶ ଏବଂ ମିଜୋରମରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ ।ମୁଖ୍ୟ ନିର୍ବାଚନ କମିସନର ଓପି ରାୱତ ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି ଯେ ୨୩୦ ମେମ୍ବର ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭାର ଅବଧି ୨୦୧୯ ଜାନୁଆରି ୭ ତାରିଖରେ ଶେଷ ହେବାକୁ ଯାଉଛି । ୪୦ ଏମଏଲଏ ବିଶିଷ୍ଟ ମିଜୋରମ ବିଧାନସଭାର ଅବଧି ୨୦୧୮ ଡ଼ିସେମ୍ବର ୧୫ ରେ ଶେଷ ହେବ ବୋଲି ସେ କହିଛନ୍ତିା
ସେହିପରି ରାଜସ୍ଥାନ ଏବଂ ତେଲେଙ୍ଗାନାରେ ନିର୍ବାଚନ ୭ ଡ଼ିସେମ୍ବର ରେ ହେବାକୁ ଥିବାବେଳେ ଛତିଶଗଡ଼ ରେ ଦୁଇଟି ପର୍ଯାୟରେ ଯଥା ୧୨ ଏବଂ ୨୦ ନଭେମ୍ବରରେ ଅନୁଷ୍ଠିତ ହେବ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024