ନୁଆଦିଲ୍ଲୀ ( ଏଟିଆର ବ୍ୟୁରୋ) ; ସଦ୍ୟ ସୁଚନା ଅନୁଯାୟୀ ନଭେମ୍ବର ୨୮ ତାରିଖରେ ମଧ୍ୟପ୍ରଦେଶ ଏବଂ ମିଜୋରମରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ ।ମୁଖ୍ୟ ନିର୍ବାଚନ କମିସନର ଓପି ରାୱତ ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି ଯେ ୨୩୦ ମେମ୍ବର ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭାର ଅବଧି ୨୦୧୯ ଜାନୁଆରି ୭ ତାରିଖରେ ଶେଷ ହେବାକୁ ଯାଉଛି । ୪୦ ଏମଏଲଏ ବିଶିଷ୍ଟ ମିଜୋରମ ବିଧାନସଭାର ଅବଧି ୨୦୧୮ ଡ଼ିସେମ୍ବର ୧୫ ରେ ଶେଷ ହେବ ବୋଲି ସେ କହିଛନ୍ତିା
ସେହିପରି ରାଜସ୍ଥାନ ଏବଂ ତେଲେଙ୍ଗାନାରେ ନିର୍ବାଚନ ୭ ଡ଼ିସେମ୍ବର ରେ ହେବାକୁ ଥିବାବେଳେ ଛତିଶଗଡ଼ ରେ ଦୁଇଟି ପର୍ଯାୟରେ ଯଥା ୧୨ ଏବଂ ୨୦ ନଭେମ୍ବରରେ ଅନୁଷ୍ଠିତ ହେବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024