ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ) ; ୩ ଦିନିଆ ଜାପାନ ଗସ୍ତରେ ଯ।।ଇଛନ୍ତି ଭାରତର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି । ତ୍ରୟୋଦଶ ଭାରତ-ଜାପାନ ଶିଖର ବୈଠକରେ ଯୋଗ ଦେବା ପାଇଁ ଜାପାନ ଯାଇଥିବା ସୂଚନା ମିଳିଛି । ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ସହ ମୋଦିଙ୍କ ଭେଟ ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗ ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗ ଆଲୋଚନା ହେବ । ୟାମାନାସିରେ ମୋଦି ଜାପାନ ଉଦ୍ୟୋଗପତିଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଏହି ପୁଞ୍ଜିପତିମାନେ ଭାରତରେ ନିଜର ପୁଞ୍ଜି ନିବେଶ କରିବା ପାଇଁ ମୋଦି ସେମାନଙ୍କ ସାହାଯ୍ୟ ଲୋଡିବେ ।
JUST IN
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024