ଭୁବନେଶ୍ୱର(ଏଟିଆର ବ୍ୟୁରୋ):ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକ ଆଜି ପୂର୍ବାହ୍ନ ୧୧ଟା ୩୦ରେ ଅନୁଷ୍ଠିତ ହେବା ନେଇ ସୂଚନା ରହିଛି । ଜିଏସ୍ଟି ଆଇନ ସଂଶୋଧନ ସମ୍ପର୍କିତ ଅଧ୍ୟାଦେଶ ବିଲ୍କୁ କ୍ୟାବିନେଟ୍ ଅନୁମୋଦନ ପାଇଁ ଅର୍ଥ ବିଭାଗର ପ୍ରସ୍ତାବ ରହିଛି । ଏ ହାସହିତ ଉଚ୍ଚଶିକ୍ଷା ବିଭାଗର ଏକ ପ୍ରସ୍ତାବ ରହିଛି । ଏହାସହ ମୟୂରଭଞ୍ଜ ଜିଲ୍ଲାରେ ଏକ ପ୍ରକଳ୍ପ ନିର୍ମାଣ ନିମନ୍ତେ ଆହ୍ୱାନ ହୋଇଥିବା ଟେଣ୍ଡରକୁ ଏହି ବୈଠକରେ ମଞ୍ଜୁରି ମିଳିବା ନେଇ ସୂତ୍ରରୁ ପ୍ରକାଶ , ଏହା ସହିଚ ରାଜ୍ୟର ଅନେକ ସମସ୍ୟା ବିଷୟରେ ଆଲୋଚନା ହେବାର ସମ୍ଭାବନା ଅଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024