ଭୁବନେଶ୍ୱର(ଏଟିଆର ବ୍ୟୁରୋ):ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକ ଆଜି ପୂର୍ବାହ୍ନ ୧୧ଟା ୩୦ରେ ଅନୁଷ୍ଠିତ ହେବା ନେଇ ସୂଚନା ରହିଛି । ଜିଏସ୍ଟି ଆଇନ ସଂଶୋଧନ ସମ୍ପର୍କିତ ଅଧ୍ୟାଦେଶ ବିଲ୍କୁ କ୍ୟାବିନେଟ୍ ଅନୁମୋଦନ ପାଇଁ ଅର୍ଥ ବିଭାଗର ପ୍ରସ୍ତାବ ରହିଛି । ଏ ହାସହିତ ଉଚ୍ଚଶିକ୍ଷା ବିଭାଗର ଏକ ପ୍ରସ୍ତାବ ରହିଛି । ଏହାସହ ମୟୂରଭଞ୍ଜ ଜିଲ୍ଲାରେ ଏକ ପ୍ରକଳ୍ପ ନିର୍ମାଣ ନିମନ୍ତେ ଆହ୍ୱାନ ହୋଇଥିବା ଟେଣ୍ଡରକୁ ଏହି ବୈଠକରେ ମଞ୍ଜୁରି ମିଳିବା ନେଇ ସୂତ୍ରରୁ ପ୍ରକାଶ , ଏହା ସହିଚ ରାଜ୍ୟର ଅନେକ ସମସ୍ୟା ବିଷୟରେ ଆଲୋଚନା ହେବାର ସମ୍ଭାବନା ଅଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024