ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଆଜି ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଏନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଏହି ପବିତ୍ର ଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ। ଜୟ ଜଗନ୍ନାଥ… pic.twitter.com/j0yIzDaBw7
— President of India (@rashtrapatibhvn) June 20, 2023
Rath Yatra greetings to everyone. As we celebrate this sacred occasion, may the divine journey of Lord Jagannath fill our lives with health, happiness and spiritual enrichment. pic.twitter.com/ATvXmW3Yr0
— Narendra Modi (@narendramodi) June 20, 2023