ସିମଲା (ଏଟିଆର ବ୍ୟୁରୋ); ଓଲଟିଲା ସ୍କୁଲ ବସ୍ । ଅଳ୍ପକେ ବର୍ତ୍ତିଲେ ଛାତ୍ର ଛାତ୍ରୀ । ବସରେ ଯାଉଥିବା ୩୫ ଜଣ ଛାତ୍ର ଛାତ୍ରୀ ଆହତ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଥିବା ଜଣା ପଡିଛି । ଆହତ ଛାତ୍ର ଛାତ୍ରୀ ମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ମୁତାବକ ଧର୍ମଶାଳାରେ ପ୍ରଧାନମନ୍ତ୍ରୀଙ୍କ ଏକ ରାଲି ଆୟୋଜିତ ହୋଇଥିଲା । ଏଥିରେ ଯୋଗ ଦେବା ପାଇଁ ଯାଉଥିବା ବେଳେ ବସଟି ଦୁର୍ଘଟଣା ଗସ୍ତ ହୋଇଛି । ତେବେ ଦୁର୍ଘଟଣାର କାରଣ ଜଣା ପଡିନାହିଁ । ତେବେ ସ୍ଥାନୀୟ ଲୋକଙ୍କ କହିବା ମୁତାବକ ଡ୍ରାଇଭରଙ୍କ ଅସାବଧାନତା ପାଇଁ ଦୁର୍ଘଟଣା ହୋଇଛି ବୋଲି ପ୍ରକାଶ କରିଛନ୍ତି । ସେପଟେ ଦୁର୍ଘଟଣାର ଶିକାର ହୋଇଥିବା ପିଲାଙ୍କୁ ସ୍ଥାନୀୟ ତଣ୍ଡାସ୍ଥିତ ଏକ ମେଡିକାଲରେ ଭର୍ତ୍ତି କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024