ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ର ନୂତନ ଗଭର୍ଣ୍ଣର ଭାବେ ଦାୟିତ୍ୱ ନେଇଛନ୍ତି ଓଡିଆ ପୁଅ ଶକ୍ତିକାନ୍ତ ଦାସ । ମାତ୍ର ଏହି ପଦରେ ଯୋଗଦେବାକୁ ନେଇ ପ୍ରଶ୍ନ କରିଛନ୍ତି ବିଜେପି ର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ୱାମୀ । ସେ କହିଛନ୍ତି କି ଆରବିଆଇ ରେ ନୂତନ ନିଯୁକ୍ତି ପାଇଥିବା ଗଭର୍ଣ୍ଣର ଶ୍ରୀ ଦାସ ତାଙ୍କ ପଦର ଦୁରୂପଯୋଗ କରିପାରନ୍ତି । ଏହାସହିତ ସେ ଅଭିଯୋଗ କରିଛନ୍ତି ଶ୍ରୀ ଦାସ ଅନେକ କୋର୍ଟ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍ ଙ୍କୁ ସୁରକ୍ଷା ଦେବା ପାଇଁ ଚେଷ୍ଟା କରିସାରିଛନ୍ତି । ଏନେଇ ସ୍ୱାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଚିଠି ଲେଖିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024